ରବି ଚଳିଲେ ଧନୁ ରାଶିରୁ ମକର ରାଶିକୁ (ମକର ସଙ୍କ୍ରାନ୍ତି) କେମିତି ରହିବ 12ଟି ରାଶିର, ଦେଖନ୍ତୁ
ମେଷ:-ରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ। ଯାହାଫଳରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ ଓ ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ … ଅଧିକ ପଢନ୍ତୁ
Deep Intelligence Article
This research article contains specialized astrological data and multi-system insights. To access the full whitepaper and expanded technical details, please visit our parent repository.
Read Full Article on Astrovastum.com →