ସାପ୍ତାହିକ ରାଶିଫଳ: ନଭେମ୍ବର 16 ତାରିଖ ରୁ ନଭେମ୍ବର 22 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ମେଷ:- ଏ ସପ୍ତାହରେ ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ନିଜ ଗୃହ...