ଫେବୃୟାରୀ 28 ତାରିଖ ରୁ ମାର୍ଚ୍ଚ 06 ତାରିଖ ସାପ୍ତାହିକ ରାଶିଫଳ, ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଋଣ ମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ।ରାଜନୀତିରେ କୃତକାର୍ଯ୍ୟ ହୋଇ ଉଚ୍ଚଆଶା ସଫଳ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ...